www.samajalive.in
Saturday, December 6, 2025
26.1 C
Bhubaneswar

ମହାନଦୀରୁ ବିପଦ ଆଶଙ୍କା ନାହିଁ: ଏସଆରସି

ଭୁବନେଶ୍ବର: ବନ୍ୟା ସ୍ଥିତି ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଯେ ଉପର ମୁଣ୍ଡରେ ବର୍ଷା କମିଛି। ହୀରାକୁଦକୁ ଜଳ ପ୍ରବେଶ ହ୍ରାସ ପାଇଛି। ଏବେ ୪.୭୦ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଛି। ସେଥିମଧ୍ୟରୁ ୪.୮୪ଲକ୍ଷ ଜଳ ନିଷ୍କାସନ ହେଉଛି। ହୀରାକୁଦରୁ ଆସିଥିବା ପାଣି ଆସନ୍ତାକାଲି ସକାଳେ ମୁଣ୍ଡଳିରେ ପିକ୍ ଧରିବ। ଆସନ୍ତାକାଲି ସକାଳେ ମୁଣ୍ଡଳିରେ ସାଢ଼େ ୭ରୁ ୮ଲକ୍ଷ କ୍ୟୁସେକ ପାଣି ଯିବ। ଏସବୁ ଦେଖିଲେ ମହାନଦୀରେ ବନ୍ୟାର ବିପଦ ନାହିଁ ବୋଲି ଏସଆରସି ପ୍ରଦୀପ ଜେନା ପ୍ରକାଶ କରିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories