www.samajalive.in
Friday, December 5, 2025
26.1 C
Bhubaneswar

ମାମଲା ନୁହେଁ, ଆଲୋଚନା ହିଁ ସମାଧାନର ବାଟ: ପିତାମ୍ବର ଆଚାର୍ଯ୍ୟ

ଭୁବନେଶ୍ଵର: ମହାନଦୀ ଜଳ ବିବାଦକୁ ନେଇ ଭୁବନେଶ୍ଵରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ବୈଠକରେ ଗୁରୁତ୍ଵପୂର୍ଣ୍ଣ ପ୍ରତିକ୍ରିୟା ରଖିଛନ୍ତି ଏଜି ପିତାମ୍ବର ଆଚାର୍ଯ୍ୟ। ସେ କହିଛନ୍ତି ମହାନଦୀକୁ ନେଇ କୃତ୍ରିମ ବିବାଦ ସୃଷ୍ଟି କରାଯାଇଥିଲା। ଦାମୀ ଓକିଲ ପୋଷିବାକୁ ଯୋଜନା କରାଯାଇଥିଲା। ବିଜେପି ସରକାର ଆସିବା ପରେ ସମସ୍ୟାର ସମାଧାନ ପାଇଁ ପ୍ରାୟାସ ଆରମ୍ଭ କରିଛି। କେନ୍ଦ୍ର ସରକାରଙ୍କ ମଧ୍ୟସ୍ଥତା ସମାଧାନ ପାଇଁ ପ୍ରୟାସ କରାଯାଉଛି ଏବଂ ସମସ୍ୟାର ସମାଧାନ ହେବ ବୋଲି ଆଶା କରାଯାଉଛି। ଏପରି ମାମଲା ଅଦାଲତ ଲଢ଼େଇରେ ସମାଧାନ ହୁଏନି। ଉଭୟ ପକ୍ଷ ଏକାଠି ବସି ଆପୋଷ ବୁଝାମଣାରେ ସମାଧାନ ହୁଏ । ଦେଶରେ ଏପରି ମାମଲା ଅନେକ ଅଛି। ଯାହା ଅଦାଲତ ଲଢ଼େଇରେ ଜିତି ହୁଏ ନାହିଁ ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories