www.samajalive.in
Saturday, December 6, 2025
26.1 C
Bhubaneswar

ମହାନଦୀକୁ ଖସିଲା ବସ୍‌

କଟକ.  ମହାନଦୀ ବକ୍ଷକୁ ଏକ ଯାତ୍ରୀବାହୀ ବସ୍‌ ଖସିପଡିଥିବା ସୂଚନା ମିଳିଛି । ମହାନଦୀ ପୋଲ ଉପରୁ ଏହି ବସ ଖସି ପଡିଛି । ମଇଁଷିକୁ ଧକ୍କା ଦେଇ ବସଟି ଦୁର୍ଘଟଣା ଦେଇଥିବା ସୂଚନା ମିଳିଛି। କଟକ ଜଗତପୁରରୁ ଶିଖରପୁର ଆସୁଥିବା ସମୟରେ ବସଟି ପୋଲ ତଳକୁ ଖସିପଡିଥିଲା। ମିଳିଥିବା ସୂଚନା ଅନୁସାରେ ୩୦ ଫୁଟ ତଳକୁ ବସଟି ଖସିପଡିଛି।  ଦୁର୍ଘଟଣାଗ୍ରସ୍ତ ହୋଇଥିବା ବସ୍‌ଟିର ନାମ ‘ଜଗନ୍ନାଥ’।

ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସଟି ତାଳଚେରରୁ କଟକ ଆସୁଥିବା ପ୍ରାଥମିକ ସୂଚନାରୁ ଜଣାପଡିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories