www.samajalive.in
Sunday, December 7, 2025
18.1 C
Bhubaneswar

ମହାନଦୀ ସେତୁରୁ ବସ ଖସିବା ଘଟଣାର ବିଭିନ୍ନ ଫଟୋ

କଟକ : ତାଳଚେରରୁ ଆସୁଥିବା ଜଗନ୍ନାଥ ନାମକ ଏକ ବସ କଟକ ମହାନଦୀ ପୋଲ ତଳକୁ ଖସିପଡିଥିବା ଘଟଣାରେ ବିଭିନ୍ନ ଫଟୋ ସାମ୍ନାକୁ ଆସିଛି। ଏହି ଘଟଣା ଘଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। 

ମହାନଦୀ ପୋଲରେ ଟ୍ରାଫିକ ଜାମ ହୋଇଥିବା ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି।ପୋଲ ଭାଙ୍ଗି ତଳକୁ ଖସିଲା ବସବସ ଯାତ୍ରୀଙ୍କ ଅବସ୍ଥା ସଂକଟାପର୍ଣ୍ଣ ଏସିବି ମେଡିକାଲରେ ଜନସମାଗମ କାର୍ଯ୍ୟସ୍ଥଳରେ ଓଡରାଫ ଦଳ

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories