www.samajalive.in
Saturday, December 6, 2025
23.1 C
Bhubaneswar

ସୁପ୍ରିମକୋର୍ଟରେ ମାହାଙ୍ଗା ଡବଲ୍‌ ମର୍ଡର ମାମଲା : ପୁଣି ସମୟ ନେଲେ ପ୍ରତାପ ଜେନା

ଭୁବନେଶ୍ଵର : ମହାଙ୍ଗା ଡବଲ୍ ମର୍ଡର ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୁର୍ନବାର ପ୍ରତାପ ଜେନା ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ରାଜ୍ୟ ସରକାର ମଧ୍ୟ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ୪ ସପ୍ତାହରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ଆଉ ଦୁଇ ସପ୍ତାହରେ ପ୍ରତି ଜବାବ ଦାଖଲ କରିବାକୁ ଆବେଦନକାରୀଙ୍କୁ ମହଲତ ଦିଆଯାଇଛି। ଦୁଇ ମାସ ପରେ ସୁପ୍ରିମକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପ୍ରତାପ ଜେନାଙ୍କୁ ଅଭିଯୁକ୍ତ ଭାବେ ଗ୍ରହଣ କରିବାକୁ ଆବେଦନ କରାଯାଇଛି। ମୃତ କୂଳମଣି ବରାଳଙ୍କ ପୁଅ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories