www.samajalive.in
Saturday, December 6, 2025
15.1 C
Bhubaneswar

ମାହାଙ୍ଗା ଡବଲ ମର୍ଡର ଘଟଣା; ଗିରଫ ହେଲା ଆଉ ଜଣେ ଅଭିଯୁକ୍ତ

କୁଆଁପାଳ : ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିବା ବେଳେ ବିରୋଧୀ ବିଜେପି ଓ କଂଗ୍ରେସ ଏହି ଘଟଣାରେ ବିଜେଡିକୁ ସିଧାସଳଖ ଦାୟୀ କରୁଛନ୍ତି। ସରକାରଙ୍କ ଗାଦି ଟଳମଳ କରିବା ପାଇଁ କଳବଳ କୌଶଳ ଲଗାଇଥିବା ବେଳେ ହତ୍ୟାକାଣ୍ଡରେ ଅଉ ଜଣେ ଅଭିଯୁକ୍ତ ସୋମବାର ଗିରଫ ହୋଇଛି। ଗିରଫ ଅଭିଯୁକତ ଜଣଙ୍କ ହେଲା ଭିକାରୀ ସ୍ବାଇଁ। ଏ ନେଇ କଟକ ଗ୍ରାମାଞ୍ଚଳ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ସପ୍ତମ ଅଭିଯୁକ୍ତ ଉମେଶ ଖଟୁଆ ଗିରଫ ହୋଇଥିଲା। ଉମେଶର ବୟାନ ନେଇ ବିଭିନ୍ନ ଦିଗରୁ ପୁଲିସ ତଦନ୍ତକୁ ଜୋରଦାର କରିଥିଲା। ଅପରପକ୍ଷରେ ଉମେଶର ସୂଚନା ଆଧାରରେ ଏକାଧିକ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଇଥିଲା।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories