ଭୁବନେଶ୍ୱର: ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ୨୦୨୦ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହା ଲାଗୁ ହେବ ବୋଲି ସରକାର ଘୋଷଣା କରିଛନ୍ତି। ୭ମ ବେତନ କମିଶନଙ୍କ ଆଧାରରେ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତା ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଗୁରୁବାର ସପ୍ତମ ବେତନ କମିଶନ ବକେୟା ଘୋଷଣା କରାଯାଇଥିଲା। ବକେୟା ୧୦ % ପ୍ରଦାନ ନେଇ ସରକାର ଘୋଷଣା କରିଥିଲେ।
Popular Categories



