www.samajalive.in
Friday, December 5, 2025
23.1 C
Bhubaneswar

ପବିତ୍ର କାର୍ତ୍ତିକ ମାସ ଅବସରରେ ରାଜଭବନରେ ମହାପ୍ରସାଦ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର,  ୩୦/୧୦: ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ରାଜଭବନସ୍ଥିତ ଅଭିଷେକ ହଲ୍‌ରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ମହାପ୍ରସାଦ ସେବନ କରି ପବିତ୍ର କାର୍ତ୍ତିକ ମାସ ପାଳନ କରିଛନ୍ତି । ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

ଶାନ୍ତ ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଥିବା ଏହି ଅବସରରେ ରାଜ୍ୟପାଳଙ୍କ କମିଶନର୍‌-ତଥା‌-ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁ ଏବଂ ରାଜଭବନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇ ମହାପ୍ରସାଦ ସେବନ କରିଥିଲେ ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories