ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଲୋକଙ୍କ କଲ୍ୟାଣ ସହ ରାଜ୍ୟର ପ୍ରଗତି, ଶିକ୍ଷା ଓ ସାହିତ୍ୟ ମାଧ୍ୟମରେ ସମାଜର ଉନ୍ନତି ପାଇଁ ତାଙ୍କର ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Popular Categories


