www.samajalive.in
Saturday, December 6, 2025
26.1 C
Bhubaneswar

ନିର୍ବାଚନ ପୂର୍ବରୁ ସିନ୍ଦେ ସରକାରଙ୍କ ବଡ ଘୋଷଣା; ମୁମ୍ବାଇରେ ଟୋଲ ଫି ହେଲା ମାଗଣା

ସମାଜ ଡିଜିଟାଲ ଡେସ୍କ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ବଡ ଘୋଷଣା କରିଛନ୍ତି ସିନ୍ଦେ ସରକାର। ମୁମ୍ବାଇରେ ମାଗଣା ହୋଇଛି ଟୋଲ ଫି। ନିର୍ବାଚନ ପୂର୍ବରୁ ଆଜି ବସିଥିବା ଶେଷ କ୍ୟାବିନେଟ ବୈଠକରେ ସିନ୍ଦେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ମୁମ୍ବାଇକୁ ସଂଯୋଗ କରୁଥିବା ୫ଟି ଟୋଲ ଗେଟରେ ଏହି ସୁବିଧା ଉପଲବ୍ଧ ହେବ ବୋଲି କୁହାଯାଇଛି। ମୁମ୍ବାଇର ଦହିସାର, ଭାସି, ଆରୋଲି ଏବଂ ତିନହନ୍ତା ନାକା ଟୋଲ ଗେଟରେ ଏହି ସୁବିଧା ମିଳିବ। ହାଲୁକା ଗାଡି କ୍ଷେତ୍ରରେ ଏିଂ ସୁବିଧା ଲାଗୁ ହେବ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories