www.samajalive.in
Friday, December 12, 2025
14.1 C
Bhubaneswar

ମୁମ୍ବଇରେ ଭୂକମ୍ପ ଝଟକା

ମୁମ୍ବଇ : ମହାରାଷ୍ଟ୍ରର ଉତ୍ତର ମୁମ୍ବଇରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଶୁକ୍ରବାର ସକାଳ ୧୦ଟା ୩୩ ମିନିଟ୍‌ ରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୮ ଥିଲା। ଉତ୍ତର ମୁମ୍ବାଇଠାରୁ ୯୧ କିମି ଦୂରତାରେ ଏବଂ ୧୦ କିମି ଗଭୀରରେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା। ଏଥିରେ ବିଶେଷ କିଛି କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଦ୍ୱାରା ଏହି ସୂଚନା ଦିଆଯାଇଛି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories