www.samajalive.in
Sunday, December 7, 2025
23.1 C
Bhubaneswar

ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ: ଆଜି ଅପରାହ୍ନ ୩ଟା ୩୦ରେ ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ। ନୂଆଦିଲ୍ଲୀ ବିଜ୍ଞାନ ଭବନରେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରାଯିବ। ମିଳିଥିବା ସୂଚନା ଅନୁସାରେ ମହାରାଷ୍ଟ୍ରରେ ଗୋଟିଏ କିମ୍ବା ଦୁଇଟି ପର୍ଯ୍ୟାୟରେ ମତଦାନ ହୋଇପାରେ। ସେହିପରି ଝାଡଖଣ୍ଡରେ ଗୋଟିଏରୁ ତିନୋଟି ପର୍ଯ୍ୟାୟରେ ମତଦାନ ହେବାର ସମ୍ଭାବନା ରହିଛି। ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିସାରିଥିବା ବେଳେ ଆଜି ତାରିଖ ଘୋଷଣା ସହିତ ସମୂର୍ଣ୍ଣ ବିବରଣୀ ସାମ୍ନାକୁ ଆସିବ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories