www.samajalive.in
Saturday, December 6, 2025
26.1 C
Bhubaneswar

କରୋନା ସଂକ୍ରମଣ : ୫ ରାଜ୍ୟ ବଢାଉଛି ଚିନ୍ତା

ନୂଆଦିଲ୍ଲୀ : ଦେଶର ୫ଟି ରାଜ୍ୟରେ କୋଭିଡ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ସେହି ରାଜ୍ୟଗୁଡ଼ିକ ହେଉଛି ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ, ଗୁଜୁରାଟ ଏବଂ ମଧ୍ୟପ୍ରଦେଶ। ଦେଶରେ ମୋଟ୍‍ ସଂକ୍ରମଣର ୮୩ ପ୍ରତିଶତରୁ ଅଧିକ ଏହି ରାଜ୍ୟଗୁଡ଼ିକରୁ ଚିହ୍ନଟ ହୋଇଛି। ଏହି ୫ଟି ରାଜ୍ୟରୁ ୩୪ହଜାର ୩୭୫ଟି ସଂକ୍ରମଣ ଚିହ୍ନଟ
ହୋଇଥିବାବେଳେ ମହାରାଷ୍ଟ୍ରରୁ ସର୍ବାଧିକ ୨୭ହଜାର ୧୨୬ଜଣ ସଂକ୍ରମଣ ରହିଛନ୍ତି। ପଞ୍ଜାବରୁ ୨ହଜାର ୫୭୮, କର୍ଣ୍ଣାଟକରୁ ୧ହଜାର ୭୯୮, ଗୁଜରାଟରୁ ୧ହଜାର ୫୬୫ ଏବଂ ମଧ୍ୟପ୍ରଦେଶରୁ ୧ହଜାର ୩୦୮ଜଣ ଚିହ୍ନଟ ହୋଇଛନ୍ତି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କୌଣସି କରୋନା ଜନିତ ମୃତ୍ୟୁ ହୋଇନଥିବା
ଜଣାପଡ଼ିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories