www.samajalive.in
Saturday, December 6, 2025
23.1 C
Bhubaneswar

ଦେବେନ୍ଦ୍ର ଫଡନାବିସ୍ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ:ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍ ।  ବିଜେପି କୋର୍ କମିଟି ବୈଠକ​‌ରେ ଫଡନାବିସଙ୍କ ନାଁରେ ମୋହର ବାଜିଥିବା ସୂଚନା ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ଭାବରେ ସେ ଶପଥ ନେଇ ପାରନ୍ତି ବୋଲି ସୂଚନା ମିଳିଛି। ଆଜି ବିଧାୟକ ଦଳ ବୈଠକ ବସିଛି। ଯେଉଁଥିରେ ନିର୍ବାଚନ କରାଯିବ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଗୁଜରାଟର ପୂର୍ବ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ଉପସ୍ଥିତିରେ ବିଧାୟକ ଦଳ ନେତା ଚୟନ କରାଯିବ । ବିଧାୟକ ଦଳ ବୈଠକ ପରେ ଆନୁଷ୍ଠାନିକ ଭାବରେ ତାଙ୍କ ନାଁ ଘୋଷଣା ହେବ।

 

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories