ମହାରାଷ୍ଟ୍ର ବିସ୍ଫୋରଣ – ୮ ମୃତ, ୬୦ ଆହତ

ଡେସ୍କ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଡୋମ୍ବିଭଲି ଏମଆଇଡିସି ଅଞ୍ଚଳରେ ଆଜି ଅପରାହ୍ନରେ ହୋଇଥିବା ବିସ୍ଫୋରଣରେ ୨ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ ଜଣ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଡୋମ୍ବିଭଲି ବିସ୍ଫୋରଣରେ ପୀଡିତଙ୍କ ପାଇଁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ଏବଂ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବ ବୋଲି … Continue reading ମହାରାଷ୍ଟ୍ର ବିସ୍ଫୋରଣ – ୮ ମୃତ, ୬୦ ଆହତ