www.samajalive.in
Sunday, December 7, 2025
23.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ୍‌‌ ; ୫ ମୃତ

ମୁମ୍ବଇ : ମହାରାଷ୍ଟ୍ରର ବୀଡରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ଗୁରୁବାର ସକାଳେ ଏକ ବସ୍‌‌ ଓଲଟି ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୨ ଜଣ ଲୋକେ ଆହତ ହୋଇଛନ୍ତି। ମୁମ୍ବଇରୁ ବୀଡ ଯାଉଥିବା ଏକ ଦ୍ରୁତ ଗତି ବସ୍‌‌ ଅନିୟନ୍ତ୍ରିତ ହୋଇ ଓଲଟି ପଡିଥିଲା। ପୁଲିସ ଠାରୁ ମିଳିଥିବା ସୂଚନାନୁଯାୟୀ, ବସ୍‌‌ଟି ଦ୍ରୁତ ଯାଉଥିବାରୁ ଅନିୟନ୍ତ୍ରିତ ହୋଇ ଓଲଟି ପଡିଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories