www.samajalive.in
Wednesday, November 19, 2025
29.1 C
Bhubaneswar

ଗୋଦାମରେ ଅଗ୍ନିକାଣ୍ଡ ; ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ପାଉଁଶ

ମୁମ୍ବାଇ : ମୁମ୍ବାଇ ନାଶିକ ରାଜପଥ ନିକଟରେ ଥିବା ଗୋଦାମରେ ଶନିବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ଗୋଦାମ ଘରଟି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗିବା ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରିଥିଲେ। ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ପାଉଁଶ ହୋଇଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।
ଗୋଦାମରେ ତେଲ, କପଡା, ପ୍ଲାଷ୍ଟିକ୍ ସାମଗ୍ରୀ ଏବଂ ରାସାୟନିକ ପଦାର୍ଥ ରଖାଯାଇଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

୩୫ ବର୍ଷ ବୟସ ପରେ.. ଧନ ଠାରୁ ଆରମ୍ଭ କରି ସଫଳତା ପାଆନ୍ତି ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି, ସବୁ ସ୍ୱପ୍ନ ହୁଏ ପୂରଣ..

Hot this week

ଯୁବତୀଙ୍କୁ ପ୍ରେମ ପ୍ରତାରଣା; ବନ୍ଧା ହେଲେ ଏୟାର ଫୋର୍ସର ଯବାନ

ଭୁବନେଶ୍ବର: ମହଙ୍ଗା ପଡିଲା ଲଭ୍‌, ସେକ୍ସ ଆଉ ଧୋକା। ଯୁବତୀଙ୍କ ସହ...

ବିଷାକ୍ତ ପାଉଁଶ ବୋଝଇ ଟ୍ରକ ଦୁର୍ଘଟଣାରେ ବାବାଙ୍କ ମୃତ୍ୟୁ

ରେଢ଼ାଖୋଲ: ୫୫ ନଂ ଜାତୀୟ ରାଜପଥ ରେଢ଼ାଖୋଲ ଡାକ୍ତରଖାନା ଛକ ନିକଟରେ...

ବଢୁଛି ଭାଇରାଲ ସଂକ୍ରମଣ: କଣ କରିବେ

ସମାଜ ଡିଜିଟାଲ ଡେସ୍କ: ଆମ ଚାରିପାଖରେ ଅନେକ ଲୋକଙ୍କୁ ଦେଖିଛେ ଯେଉଁମାନେ...

ବିହାର : କାହାକୁ ମିଳିବ ମନ୍ତ୍ରୀପଦ ?

ସମାଜ ଲାଇଭ ଡ଼େସ୍କ : ବିହାରରେ ଏନଡିଏ ସରକାର ଆସନ୍ତାକାଲି ଶପଥ...

ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି

ଭୁବନେଶ୍ୱର:ଆସନ୍ତା ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି। ଏନେଇ ସମବାୟ ମନ୍ତ୍ରୀ...

Related Articles

Popular Categories