www.samajalive.in
Saturday, December 6, 2025
23.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା; ବସ୍‌ ଓଲଟି ୧୦ ମୃତ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ଗୋଦିଆଁରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ବାଇକ୍‌ ଆରୋହୀଙ୍କୁ ରକ୍ଷା କରିବାକୁ ଯାଇ ଏକ ବସ୍‌ ଓଲଟି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାସହ ପ୍ରାୟ ୩୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହ ଘଟଣାର ତଦନ୍ତ ଜାରି ରହିଛି ।

ଦେଖନ୍ତୁ ଭିଡିଓ; କାନ୍ଧରେ ୨୦ ଫୁଟ୍‌ ଲମ୍ବ, ୧୫୦ କେଜି ଓଜନର ବିଶାଳକାୟ କୁମ୍ଭୀରକୁ ନେଉଛନ୍ତି ଯୁବକ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories