www.samajalive.in
Sunday, December 7, 2025
26.1 C
Bhubaneswar

ଭିନ୍ନ ଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ ; ୨ ଶିଶୁ ସହ ୩ ଜୀବନ୍ତ ଦଗ୍ଧ

ମୁମ୍ବଇ : ମହାରାଷ୍ଟ୍ରରେ ୨ଟି ଭିନ୍ନ ଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ପ୍ରଥମ ଘଟଣା ଠାଣେର ଘୋଡବନ୍ଦର ରାସ୍ତାରେ ଘଟିଛି। ଏଠାରେ ଏକ କଣ୍ଟେନରରେ ଭୀଷଣ ନିଆଁ ଲାଗି ଜଣେ ଜୀବନ୍ତ ଦଗ୍ଧ ହୋଇଛନ୍ତି। ସେହିପରି ୨ୟ ଘଟଣା ସେମିନରୀ ହିଲ୍ସ ଅଞ୍ଚଳରେ ଏକ ଘରେ ନିଆଁ ଲାଗି ୨ ଶିଶୁ ନିଆଁରେ ପୋଡି ହୋଇ ଜୀବନ୍ତ ଦଗ୍ଧ ହୋଇଛନ୍ତି।
ପୁଲିସ ଉଭୟ ସ୍ଥାନରେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ରାସ୍ତାରେ କଣ୍ଟେନରରେ ନିଆଁ ଲାଗିବା ପରେ ଅଗ୍ନିଶମ କର୍ମଚାରୀ ନିଆଁ ଲିଭାଇବା ପରେ ଟ୍ରାଫିକ ପୁଲିସ ଗାଡିଟିକୁ ରାସ୍ତାରୁ ହଟାଇଥିଲେ। ଏହାପରେ ଯାନବାହନ ଚଳାଚଳ ସ୍ୱଭାବିକ ହୋଇଥିଲା।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories