www.samajalive.in
Friday, December 12, 2025
16.1 C
Bhubaneswar

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଶୈବପୀଠ

ରାଇକିଆ: ଆଜି ପବିତ୍ର ମହାଶିବରାତ୍ରୀ ‘ଜାଗର’ । ଏଥି ପାଇଁ କନ୍ଧମାଳ ଜିଲ୍ଲା ରାଇକିଆ ସ୍ଥିତ ବିଶ୍ୱେଶର ଶୈବ ପୀଠ ରେ ଭକ୍ତଙ୍କ ଚଳଚଞ୍ଚଳ ଲାଗି ରହିଛି। ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିବା ସହିତ ମହାଦେବଙ୍କୁ ଦର୍ଶନ କରୁଛନ୍ତି। ରାତ୍ରିରେ ମହାଦୀପ ପ୍ରଜ୍ବଳନ ଏବଂ ମାନସିକ, ଉପବାସ ବ୍ରତ ରଖି ଥିବା ଶ୍ରଦ୍ଧାଳୁମାନେ ଜାଗର ଦୀପ ଜାଳିବା ପାଇଁ ପୂଜା କମିଟି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ସନ୍ଧ୍ୟାରେ ଭଜନ ସମାରୋହର କାର୍ଯ୍ୟକ୍ରମ ମଧ୍ୟ ରହିଛି। ସେହିପରି ରାଇକିଆ ବ୍ଲକ୍ ର ଦିଗୀ ସ୍ଥିତ ପ୍ରାଚୀନ ଶୈବପୀଠ ବାଲୁଙ୍କେଶ୍ୱର ମନ୍ଦିର ଏବଂ ବୀର ଛକ ଶିବ ମନ୍ଦିରରେ ମଧ୍ୟ ପ୍ରବଳ ସମାଗମ ସତ୍ତ୍ୱେ ଶ୍ରଦ୍ଧାଳୁମାନେ ଉତ୍କଣ୍ଠାର ସହ ଦର୍ଶନ କରୁଛନ୍ତି। ଏଥି ପାଇଁ ସ୍ଥାନୀୟ ପରିଚାଳନା କମିଟିମାନଙ୍କ ତରଫରୁ ମଧ୍ୟ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ମହାଶିବରାତ୍ରୀରେ ମହାଭାଗ୍ୟୋଦୟ: ସବୁ ଗ୍ରହ ହେବେ ନତମସ୍ତକ ,ଏହି ରାଶି ହେବେ ମାଲାମାଲ୍‌, ଦୂର ହେବ ଚିନ୍ତା, ମିଳିବ ସଫଳତା.. 

ଦେଖନ୍ତୁ ଭିଡିଓ; ଚର୍ଚ୍ଚାରେ ହାତୀର ହେୟାର ଷ୍ଟାଇଲ୍‌, ଯୁବତୀଙ୍କୁ ବି ପକାଇଲା ପଛରେ

- Advertisement -

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories