www.samajalive.in
Saturday, December 6, 2025
26.1 C
Bhubaneswar

ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ରାଷ୍ଟ୍ରପିତା ମହାତ୍ମାଗାନ୍ଧୀଙ୍କ ୧୫୧ ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକାଳେ ରାଜଘାଟ ପହଞ୍ଚି ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୋଦୀ ରାଜଘାଟରେ ପହଞ୍ଚି ମହାତ୍ମାଗାନ୍ଧୀଙ୍କୁ ପ୍ରଣାମ କରିବା ଏକ ଭଜନ ସମାରୋହର ମଧ୍ୟ ଆୟୋଜନ କରିଛନ୍ତି।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଟ୍ୱିଟ କରି ବାପୁଜୀଙ୍କୁ ପ୍ରଣାମ ଜଣାଇଥିଲେ। ଟ୍ୱିଟ କରି କହିଛନ୍ତି, ସ୍ନେହର ବାପୁ ତୁମକୁ ପ୍ରଣାମ। ତାଙ୍କ ଜୀବନରୁ ଓ ମହାନ ବିଚାରରୁ ବହୁ କିଛି ଶିଖିବାର ଆବଶ୍ୟକତା ରହିଛି। ସର୍ବଦା ବାପୁଜୀଙ୍କ ଆଦର୍ଶ ଆମକୁ ସମୃଦ୍ଧ ଓ କରୁଣ ଭାରତ ତିଆରି ପାଇଁ ମାର୍ଗଦର୍ଶନ କରୁଥିବେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories