www.samajalive.in
Saturday, December 6, 2025
14.1 C
Bhubaneswar

ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳୀ

ନୂଆଦିଲ୍ଲୀ: ମଙ୍ଗଳବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୬ତମ ତିରୋଧାନ ଦିବସ। ଏହି ଅବସରରେ ସାରା ଦେଶ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଉଛି। ସକାଳୁ ସକାଳୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତାମାନେ ରାଜଘାଟରେ ଗାନ୍ଧିଜୀଙ୍କ ସ୍ମୃତିଚାରଣ ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ମହାତ୍ମା ଗାନ୍ଧୀଙ୍କ ଆଦର୍ଶ , ଅହିଂସାର ପ୍ରେରଣା , ସତ୍ୟର ଶକ୍ତି ବ୍ରିଟିସ୍ ମାନଙ୍କୁ ପରାସ୍ତ କରିଥିଲା। ଗାନ୍ଧୀଙ୍କର ଏହି ଅବଦାନ ଯୋଗୁଁ ଆଜି ବି ମହାତ୍ମା ଗାନ୍ଧୀ ଭାବରେ ଜଣାଶୁଣା। ଭାରତର ସ୍ବାଧୀନତା ସଂଗ୍ରାମର ମୁଖ୍ୟ ନାୟକ ମୋହନଦାସ କରମଚାନ୍ଦ ଗାନ୍ଧୀଙ୍କ ମୃତ୍ୟୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ହୋଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories