www.samajalive.in
Monday, December 8, 2025
27.1 C
Bhubaneswar

ମୁମ୍ବାଇ ଇଣ୍ଡିଆନ୍ସ ମୁଖ୍ୟ କୋଚ୍‌ ହେଲେ ଜୟବର୍ଦ୍ଦନେ

ସମାଜ ଡିଜିଟାଲ ଡେସ୍କ: ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମହେଲା ଜୟବର୍ଦ୍ଦନେ ପୁଣି ଥରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)ର ମୁଖ୍ୟ କୋଚ୍ ଭାବେ ଦଳକୁ ଫେରିଛନ୍ତି। ୨୦୧୭ରୁ ୨୦୨୨ ପର୍ଯ୍ୟନ୍ତ ସେ ଏମଆଇ ମୁଖ୍ୟ କୋଚ୍‌ ଥିଲେ। ଏହା ପରେ ତାଙ୍କୁ ଏମଆଇର ଗ୍ଲୋବାଲ ହେଡ୍‌ ଭାବେ ନିଯୁକ୍ତି ମିଳିବା ପରେ ତାଙ୍କ ସ୍ଥାନରେ ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ମାର୍କ ବୁଚରଙ୍କୁ ଦଳ ମୁଖ୍ୟ କୋଚ୍ ଭାବେ ନିଯୁକ୍ତି ଦେଇଥିଲା। କିନ୍ତୁ ଗତ ସିଜନରେ ଆଇପିଏଲରେ ଏମଆଇର ନୈରାଶ୍ୟଜନକ ପ୍ରଦର୍ଶନ ପରେ ବୁଚରଙ୍କୁ ହଟାଇଛି ଦଳ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories