www.samajalive.in
Tuesday, December 9, 2025
16.1 C
Bhubaneswar

ମହିଳା କଂଗ୍ରେସ କର୍ମୀଙ୍କ ବିଶାଳ ସମାବେଶ: ୫୦% ଟିକେଟ ଦେବକୁ କହିଲେ ଅଳକା

ଭୁବନେଶ୍ୱର: ରାଜଧାନୀରେ ମହିଳା କଂଗ୍ରେସର ବିଶାଳ ସମାବେଶରେ ଯୋଗ ଯୋଗ ଦେଇଥିଲେ ଏଆଇସିସି ମହିଳା ସଭାନେତ୍ରୀ ଅଳକା ଲାମ୍ବା। ସମାବେଶରେ ଯୋଗ ଦେଇ ଅଳକା କହିଛନ୍ତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଅଳକା ଲାମ୍ବା କହିଛନ୍ତି ବିଧାନସଭା ଓ ଲୋକସଭା ଆସନରେ ୫୦ ପ୍ରତିଶତ ମହିଳା ପ୍ରାର୍ଥୀ ଦେବ କଂଗ୍ରେସ । ୩୩ ନୁହେଁ ୫୦ ପ୍ରତିଶତ ମହିଳାଙ୍କୁ ଟିକେଟ ଦେବ କଂଗ୍ରେସ । ଏହାସହ ନାରୀ ନିର୍ୟାତନା ଓ ହିଂସା ପ୍ରସଙ୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସମାବେଶ କରି ନବୀନ ନିବାସ ଘେରିବା ପାଇଁ ଯିବାବେଳେ କଂଗ୍ରେସ କର୍ମୀଙ୍କୁ ଅଟକାଇଥିଲା ପୁଲିସ । ଯାହାକୁ ନେଇ ମହିଳା କଂଗ୍ରେସ କର୍ମୀ ଏବଂ ପୁଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories