www.samajalive.in
Friday, December 5, 2025
16.1 C
Bhubaneswar

ଏସଆଇ ପରୀକ୍ଷା କେଳେଙ୍କାରୀ: ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ସମାଜ ନ୍ୟୁଜ ଡେସ୍କ: ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା ପରଠାରୁ ନେପାଳ ସୀମାନ୍ତରେ ଆତ୍ମଗୋପନ କରିଥିଲା ଶଙ୍କର । ଓଡ଼ିଶାରେ ଏସଆଇ ପରୀକ୍ଷା ଘୋଟାଲାର ମୁଖ୍ୟ ଅଭିଯୁକ୍ତ ଥିଲା ଶଙ୍କର ପୃଷ୍ଟି । ଘଟଣାରେ ଗିରଫଙ୍କ ସଂଖ୍ୟା ୧୦ କୁ ବୃଦ୍ଧି ପାଇଛି । ପଞ୍ଚ ସଫ୍ଟର ମୁଖ୍ୟ ବ୍ରହ୍ମପୁରର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି । ଶଙ୍କରକୁ ଟ୍ରାଞ୍ଜିଟ ରିମାଣ୍ଡରେ ଅଣାଯାଉଛି ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories