www.samajalive.in
Monday, December 15, 2025
15.1 C
Bhubaneswar

ସେବାୟତଙ୍କୁ ଆକ୍ରମଣ, ମୁଖ୍ୟ ଅଭିଯୁକ୍ତ ଗିରଫ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ସେବାୟତ ତଥା ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ସିଂହଦ୍ଵାର ଥାନା ପୁଲିସ। ସେ ହେଉଛି ବାସୁଦେବ ମଣ୍ଡଳ ଓରଫ ବାସୁ। ପୁଲିସ ତା’ଠାରୁ ଏକ ଭୁଜାଲି ଜବତ କରିଛି। ଏହି ଘଟଣାରେ ପୁଲିସ ପୂର୍ବରୁ ୨ ଜଣଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ଗତ ୧୮ ତାରିଖ ଅପରାହ୍ନରେ ଶ୍ରୀମନ୍ଦିର ପଶ୍ଚିମଦ୍ଵାର ନିକଟରେ ବକ୍ସିଙ୍କୁ କିଛି ଦୁର୍ବୃତ୍ତ ଭୁଜାଲିରେ ହାଣିଥିଲେ। ଆନନ୍ଦବଜାରରେ ରାବିଡ଼ି ବିକ୍ରିକୁ କେନ୍ଦ୍ର କରି ଏହି ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ବକ୍ସିଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories