www.samajalive.in
Sunday, December 7, 2025
15.1 C
Bhubaneswar

ରନୱେରେ ଓଲଟି ପଡ଼ିଲା ଏୟାରଲାଇନ୍ସ ବିମାନ, ୧୮ ଯାତ୍ରୀ ଆହତ

ଟୋରୋଣ୍ଟୋ: କାନାଡ଼ା ଟୋରୋଣ୍ଟୋ ବିମାନବନ୍ଦରରେ ବଡ଼ ଧରଣର ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଟୋରୋଣ୍ଟୋ ବିମାନବନ୍ଦର ରନୱେରେ ଡେଲଟା ଏୟାରଲାଇନ୍ସ ବିମାନ ଅବତରଣ କରୁଥିବାବେଳେ ଓଲଟି ପଡ଼ିଥିବା ଜଣାପଡ଼ିଛି। ଏହି ବିମାନ ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି। ଡେଲଟା ଏୟାରଲାଇନ୍ସ ବିମାନରେ ୭୬ଜଣ ଯାତ୍ରୀ ରହିଥିବାବେଳେ ସେମାନଙ୍କ ମଧ୍ୟରୁ ୧୮ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ଟୋରୋଣ୍ଟୋ ବିମାନବନ୍ଦର ରନୱେରେ ଡେଲଟା ଏୟାରଲାଇନ୍ସ ବିମାନ କାହିଁକି ଓଲଟି ପଡ଼ିଲା ତାହାର କାରଣ ଜାଣିବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ ଏକ କମିଟି ଗଠନ ପରେ ତଦନ୍ତ ଆରମ୍ଭ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories