www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ମକର ସଂକ୍ରାନ୍ତି ପାଳୁଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟକରି ଶଭେଚ୍ଛା ଜଣାଇବା ସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍‍ ଜରିଆରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟବାସୀଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories