www.samajalive.in
Monday, December 15, 2025
24.1 C
Bhubaneswar

ଭିଜିଲାନ୍ସ ଜାଲରେ କିଆଙ୍ଗ ଫାଣ୍ଡିର ପୂର୍ବତନ ଏ.ଏସ.ଆଇ

ମାଲକାନଗିରି: ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏ.ଏସ.ଆଇ ଜୟଦଶ ଖରାଙ୍କ ବାସଭାବାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦଶଙ୍କ ଥିବା ବିଭିନ୍ନ ସ୍ଥାନର ଘରେ ଚଢ଼ାଉ କରୁଛି ଭିଜିଲାନ୍ସ । ଏକ କାଳୀନ କୋରାପୁଟ, ସୁନାବେଡ଼ା ଓ ମାଲକାନଗିରିରେ ଥିବା ଘରେ ଚଢ଼ାଉ କରାଯାଇଛି । ଗତ କିଛିଦିନ ପୂର୍ବେ ଏ.ଏସ.ଆଇ ଜୟଦଶ ଖରା ଗଞ୍ଜେଇ ଚରାଚାଲାଣ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିଲେ । ଵର୍ତ୍ତମାନ ବେଲରେ ଆସିଥିବା ବେଳେ ପୁଣି ଆୟ ଵହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଛି । ଏଯାଏ ଏ.ଏସ.ଆଇ ଜୟଦଶ ଖରାଙ୍କ କେତେ କଳା ସମ୍ପତ୍ତି ରହିଛି ତାହା ଆକଳନ କରାଯାଇପାରିନାହିଁ ।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories