www.samajalive.in
Saturday, December 6, 2025
19.1 C
Bhubaneswar

୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ସୁକୁମା ଜିଲ୍ଲାର କ୍ରିଷ୍ଟାରାମ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିବା ବେଳେ ଏଥିରେ ଜଣେ ମାଓବାଦୀର ମୃତ୍ୟୁ‌ହୋଇଥିବା ସୂଚନା ମିଳିଛି । ସେହିପରି ଗଡଚେଚେଲି ଅଂଚଳରେ ଗୋରାଗୁଣ୍ଡା ଏବଂ ଝାରବେଡା‌ଗ୍ରାମରେ ପୁଲିସ ସୂଚନାଦାତା ସନ୍ଦେହରେ ୨ ଜଣଙ୍କୁ ହତ୍ୟା କରିଛି ଲାଲବାହୀନି । ସେଥିମଧ୍ୟରୁ ନବୀନ ନାରୋଟି ନାମକ‌ ବକ୍ତି ଜଣେ ପୂର୍ବରୁ ମାଓ କମାଣ୍ଡର ଭାବେ କାର୍ଯ୍ୟ କରିଥିଲା ପରେ ପୁଲିସ ନିକଟରେ ଆତ୍ମ ସମର୍ପଣ କରିଥିଲା । ଏହି ଘଟଣା ପରେ ସିଆରପିଏଫ ପକ୍ଷରୁ କୁମ୍ବିଂ ଅପରେଶନ ଜୋରଦାର କରାଯାଇଛି । ଓଡିଶା ସୀମାନ୍ତବର୍ତ୍ତୀ ଅଂଚଳରେ ମଧ୍ୟ ହାଇ ଆଲାର୍ଟ ଜାରି କରାଯାଇଛି ।

 

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories