www.samajalive.in
Monday, December 8, 2025
24.1 C
Bhubaneswar

ବିମାନ ଦୁର୍ଘଟଣାରେ ମାଲାଓ୍ବି ଉପରାଷ୍ଟ୍ରପତିଙ୍କ ମୃତ୍ୟୁ

ଲିଲଙ୍ଗ୍‌ଓ୍ବେ : ମାଲାଓ୍ବି ଉପରାଷ୍ଟ୍ରପତି ସୌଲସ କ୍ଲସ୍‌ ଚିଲିମାଙ୍କର ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ସହ ବିମାନରେ ଥିବା ଆଉ ୯ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୋମବାରଠୁ ଏହି ବିମାନଟି ନିଖୋଜ ଥିଲା। ମାଲଓ୍ବି ରାଷ୍ଟ୍ରପତି ଲାଜାରସ ଚକଓ୍ବେରା ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories