www.samajalive.in
Saturday, December 6, 2025
26.1 C
Bhubaneswar

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ : ହାଡକୋର୍‌ ମାଓବାଦୀ ନିହତ

ମାଲକାନଗିରି: ଛତିଶଗଡ଼଼ର କାଙ୍କେର ଏବଂ ନାରାୟଣପୁର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏହି ଗୁଳି ବିନିମୟ ସମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ଗୋଟିଏ ଏସଏଲଆର ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ମୃତ ମାଓବାଦୀଙ୍କ ମୁଣ୍ଡ ଉପରେ ୮ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ଏବେ ବି ସେହି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା କୁମ୍ଭିଂ ଅପରେସନ ଜାରି ରହିଥିବା ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories