www.samajalive.in
Sunday, December 7, 2025
14.1 C
Bhubaneswar

ବିଏସଏଫ କ୍ୟାମ୍ପ ରେ ବିଏସଏଫ ଯବାନଙ୍କ ଆତ୍ମହତ୍ୟା

ମାଲକାନଗିରି : ମାଲକାନଗିରି ଜିଲାର ଚିତ୍ରକୋଣ୍ଡା ବିଏସଏଫ କ୍ୟାମ୍ପ ରେ ଜଣେ ବିଏସଏଫ ଯବାନ ଆତ୍ମହତ୍ୟା କରିଥିବା ନେଇ ବୁଧବାର ଜଣାପଡ଼ିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରି ଯବାନ ଜଣଙ୍କ ଆତ୍ମହତ୍ୟା କରିଥିବା ବେଳେ ଦୀର୍ଘଦିନରୁ ସେ ମାନସିକ ଚାପରେ ଥିବା ସୂଚନା ମିଳିଛି । ପାରିବାରିକ କଳହରୁ ଏପରି ଘଟିଥିବା ଅନୁମାନ କରାଯାଉଛି । ଯବାନ ଜଣଙ୍କ ଘର ରାଜସ୍ଥାନ ହୋଇଥିବା ବେଳେ ତାଙ୍କ ନାମ ଶେଷ କର୍ଣ୍ଣ ବୋଲି ସୂଚନା ମିଳିଛି । ଯବାନ ଜଣଙ୍କ ଗତକିଛି ଦିନ ହେବ ମାନସିକ ଚାପରେ ଥିବା ତାଙ୍କ ସହଯୋଗୀ ମାନେ ମତ ରଖିଛନ୍ତି , ତେବେ ଏହାର କାରଣ ପାରିବାରିକ କଳହ ହୋଇଥାଏ ବୋଲି ଅନୁମାନ କରାଯାଉଛି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories