www.samajalive.in
Saturday, December 6, 2025
14.1 C
Bhubaneswar

ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ବେହାଲ ; ଅନେକ ସ୍ଥାନ ଜଳମଗ୍ନ

ମାଲକାନଗିରି : ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା କାରଣରୁ ମାଲକାନଗିରି ଜିଲା ସ୍ଥିତି ବେହାଲ ହୋଇପଡ଼ିଛି। ଅନେକ ସ୍ଥାନ ଜଳମଗ୍ନ ହେବା ସହ ବାହ୍ୟ ଜଗତରୁ ମାଲକାନଗିରି ଜିଲା ବିଚ୍ଛିନ୍ନ ହୋଇଛି। ପାଙ୍ଗମ , ପୋଟେରୁ , କୋଙ୍କରକୋଣ୍ଡା, ଏମଭି ୩୭ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଗମନାଗମନରେ ବାଧାପ୍ରାପ୍ତ ହୋଇଛି। ମାଲକାନଗିରିରୁ ଜୟପୁର, ବାଲିମେଳା, କାଲିମେଳାକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି। ଜିଲାରେ ଥିବା ଅନ୍ୟାନ୍ୟ ପୋଲ ଓ ରାସ୍ତାରେ ୪ ରୁ ୫ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଥିବା ଜଣାପଡ଼ିଛି। କେତେକ ଘର ମଧ୍ୟ ଭାଙ୍ଗି ଯାଇଛି। ଜଳ ଘେରରେ ଥିବା ଲୋକଙ୍କୁ ରନ୍ଧା ଖାଦ୍ୟ ଓ ଅନ୍ୟ ଆବଶ୍ୟକ ସାମଗ୍ରୀ ଯୋଗାଇବାକୁ ବ୍ୟବସ୍ଥା କରାଯାଇଛି। ଗତ ୩ ରୁ ୪ ଦିନ ଲଗାଣ ବର୍ଷା କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories