www.samajalive.in
Sunday, December 7, 2025
13.1 C
Bhubaneswar

ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ; ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗଳାକାଟି ହତ୍ୟା 

ମାଲକାନଗିରି :  ପୁଣି ମାଓବାଦୀ ନିଜର ଉପସ୍ଥିତି ଜାହିର କରିଛନ୍ତି।  ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗଳାକାଟି ହତ୍ୟା କଲେ ମାଓବାଦୀ । ସୂଚନା ମୁତାବକ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ଜିଲ୍ଲାରେ ଟେଟମ ଗାଁରେ ପୁଲିସ ଇନଫର୍ମର ସନ୍ଦେହ କରି ସରପଞ୍ଚର ପୁଅକୁ ଧାରୁଆ ଅସ୍ତ୍ରରେ ଗଳା କାଟି ହତ୍ୟା କଲେ ମାଓବାଦୀ। ମୃତକ ଜଣଙ୍କ ନାଁ ଉମେଶ ମରକମ। ସେ ପୁଲିସ ଇନଫର୍ମର ଭାବେ କାର୍ଯ୍ୟ କରୁଥିଲେ ବୋଲି କଟେକଲ୍ୟାଣ ଏରିଆ କମ୍ମିଟ୍ଟୀ ମାଓ ସଙ୍ଗଠନ ଏଭଳି ହିଂସାକାଣ୍ଡ ଘଟାଇଥିବା ଦନ୍ତେୱାଡା ଏସପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories