ମାଲକାନଗିରି : ମାଲକାନଗିରି ଜିଲ୍ଲା ଗସ୍ତରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ଆଜି ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଗସ୍ତ ସମୟରେ ମାଲକାନଗିରି ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ କଳାପତାକା ପ୍ରଦର୍ଶନ କରିବା ସହ ବିରୋଧ କରିଛନ୍ତି। ଆଜି ମାଲକାନାଗିରି ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଶ୍ରୀ ପୂଜାରୀ ଯୋଗଦେବାକୁ ଆସିଥିବା ବେଳେ କଂଗ୍ରେସ କର୍ମୀମାନେ ଏଭଳି ଘଟଣା ଘଟାଇଥିବାରୁ ମାଲକାନଗିରି ପୁଲିସ ଆନ୍ଦୋଳନକାରୀଙ୍କୁ ଗିରଫ କରିଥିବା ନେଇ ସୂଚନା ମିଳିଛି।
Popular Categories



