www.samajalive.in
Saturday, December 6, 2025
16.1 C
Bhubaneswar

ଲୁଣିବାହାଲ ଠାରେ ନୂତନ ଏଟିଏମ ଉଦଘାଟିତ

ହରଭଙ୍ଗା :  ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକ ଲୁଣିବାହାଲ ଠାରେ ସୋମବାର ବ୍ୟାଙ୍କ ଅଫ୍ ବରୋଦାର ଏକ ନୂତନ ଏଟିଏମ କାଉଣ୍ଟର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଲୁଣିବାହାଲ ସରପଞ୍ଚ ଚନ୍ଦ୍ରମା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିବା ବେଳେ ଲୁଣିବାହାଲ ବ୍ୟାଙ୍କ ଅଫ୍ ବରୋଦା କିଓସ୍କୋ ପରିଚାଳକ ଧୀରେନ୍ ପ୍ରଧାନ, ସମାଜ ସେବୀ ସୁବାସ ପ୍ରଧାନ, ସନ୍ତୋଷ ପ୍ରଧାନ,ମନରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଉଦଘାଟିତ ଏଟିଏମ ରୁ ପ୍ରଥମେ ସରପଞ୍ଚ ଟଙ୍କା ଉଠାଣ କରିଥିଲେ। ପୂର୍ବରୁ କିଓସ୍କୋ ବ୍ୟାଙ୍କ୍ ହେବା ଦ୍ଵାରା ଲୋକମାନେ ବ୍ୟାଙ୍କ ସୁବିଧା ସୁଯୋଗ ପାଉଥିବା ବେଳେ ଏଟିଏମ ହେବା ଦ୍ଵାରା ଆହୁରି ଅଧିକ ସୁବିଧା ହେବ ବୋଲି ଲୋକେ ଖୁସି ବ୍ୟକ୍ତ କରିଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories