www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା, ପୁଲିସ – ଜନତା ମୁହାଁମୁହିଁ

ମାଲକାନଗିରି : ସ୍ୱାଭିମାନ ଅଞ୍ଚଳ ଯନ୍ତାପାଇରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ସୋମବାର ପୁଲିସ-ଜନତା ମୁହାଁମୁହିଁ ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ରବିବାର ସ୍ଥାନୀୟ ଏକ ଅଙ୍ଗନବାଡ଼ି କେନ୍ଦ୍ରରୁ ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ମିଳିଥିଲା। ଏହାକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ କରିଥିଲେ। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ କରାଇଛି। ତେବେ ପରିବାରଲୋକେ ମୃତଦେହକୁ ଗ୍ରହଣ ନକରି ସ୍ଥାନୀୟ ଲୋକଙ୍କ ସହ ପାପରମେଟଲା ଥାନା ପାଖରେ ଧାରଣାରେ ବସିଥିଲେ। ପୁଲିସ ଧାରଣାକାରୀଙ୍କୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିବା ବେଳେ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ପୁଲିସ କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories