www.samajalive.in
Sunday, December 7, 2025
18.1 C
Bhubaneswar

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ କାର୍ଯ୍ୟକ୍ରମ

ମାଲକାନଗିରି : ମାଲକାନଗିରି ପଂଚାୟତ ସମିତିର ୧୯ଗୋଟି ପଂଚାୟତରେ ଗୃହପ୍ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛିା ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଗୋଷ୍ଠି ଉନ୍ନୟନ ଅଧିକାରୀ ପ୍ରଭାତି ଝଡିଆ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନବନିର୍ମିତ ଘରକୁ ବୁଲି ଦେଖିବା ସହ ଗୃହପ୍ରବେଶ ଉତ୍ସବରେ ଯୋଗ ଦେଇଛନ୍ତିା ଯେଉଁ ହିତାଧିକାରୀ ମାନେ ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟାଦେଶ ପତ୍ର ପାଇବା ପରେ ଉଚିତ ସମୟ ସୀମା ମଧ୍ୟରେ ଗୃହ କାର୍ଯ୍ୟ ସମାପ୍ତ କରିଛନ୍ତି ସେହି ଘର ଗୁଡିକର ଗୃହ ପ୍ରବେଶ କାର୍ଯ୍ୟକ୍ରମରେ ବିଡିଓ ସୁଶ୍ରୀ ଝଡିଆ ଯୋଗ ଦେଇ ହିତାଧିକାରୀଙ୍କୁ ପୁରସ୍କୃତ କରିବା ସହ ଧନ୍ୟବାଦ ଜ୍ଞାପନ କରିଛନ୍ତିା ଆର୍ଥିକ ବର୍ଷ ୨୦୨୧-୨୨ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହ ପ୍ରବେଶ କାର୍ଯ୍ୟକ୍ରମରେ ୧୯ ଗୋଟି ପଂଚାୟତରେ ସମୁଦାୟ ୧୫୨ଟି ଘର ସମ୍ପୂର୍ଣ ହୋଇଛିା ଏହି ଘର ଗୁଡିକର ଗୃହପ୍ରବେଶ କାର୍ଯ୍ୟକ୍ରମ କରାଯାଇଛିା ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସିନ୍ଧ୍ରିମାଳ ଗ୍ରାମ ପଂଚାୟତ ସରପଂଚ ଘାସି ନାୟକଙ୍କ ସହ ବ୍ଲକ ପ୍ରୋଜେକ୍ଟ କୋଡିନେଟର ମନୋରଂଜନ ଦାସଙ୍କ ସହ ଅନ୍ୟାନ୍ୟ କର୍ମଚାରୀ ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲୋ

 

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories