www.samajalive.in
Saturday, December 6, 2025
26.1 C
Bhubaneswar

ଟିପ୍ପର ଓଲଟି ୪ ମୃତ

ମାଲକାନଗିରି : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ସିମେଣ୍ଟ ବୋଝେଇ ଟିପ୍ପର ଶନିବାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ହନ୍ତାଳଗୁଡା ଘାଟିରେ ଭାରସାମ୍ୟ ହରାଇ ଏହି ଟିପ୍ପର ଓଲଟି ୪ ଜଣଙ୍କ ମୃତ୍ୟୁ ଘଟିଛି। ୧୦ରୁ ଅଧିକ ଶ୍ରମିକଙ୍କୁ ନେଇ ଏହି ସିମେଣ୍ଟ ବୋଝେଇ ଟିପ୍ପର ଯାଉଥିବା ବେଳେ ଓଲଟି ପଡି ଦୁର୍ଘଟଣା ଘଟିଛି। ଏହାସହ ୭ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିତ୍ରକୋଣ୍ଡାରୁ ଯୋଡାମ୍ବ ଯାଉଥିବା ବେଳେ ହନ୍ତାଳଗୁଡାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories