www.samajalive.in
Saturday, December 6, 2025
15.1 C
Bhubaneswar

ପୋଲ ସର୍ଭେ ବେଳେ ନଦୀକୁ ଖସି ଯୁବକ ନିଖୋଜ

ମାଲକାନଗିରି : ମାଲକାନଗିରି ଜିଲାର ପଙ୍ଗାମ ପୋଲ ସର୍ଭେ କରିବା ବେଳେ ଶନିବାର ନଦୀକୁ ଖସି ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ୩ ଯୁବକ ଜାତୀୟ ରାଜପଥ ଉପରେ ରହିଥିବା ଉକ୍ତ ପୋଲର ସର୍ଭେ କାର୍ଯ୍ୟ କରୁଥିବା ସମୟରେ ହଠାତ ଜଣେ ଯୁବକ ନଦୀକୁ ଖସିପଡ଼ିଥିଲେ। ସ୍ଥାନୀୟ ଲୋକେ ନଦୀରେ ନିଖୋଜ ଯୁବକଙ୍କୁ ଖୋଜାଖୋଜି ଜାରି ରଖିଛନ୍ତି। ଖବର ପାଇ ମାଥିଲି ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories