www.samajalive.in
Saturday, December 6, 2025
16.1 C
Bhubaneswar

ଭୂମିକମ୍ପରେ ଥରିଲା ମାଲକାନଗିରି, ଲୋକେ ଭୟଭୀତ

ମାଲକାନଗିରି : ଆଜି ସକାଳୁ ସକାଳୁ ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ସକାଳ ୭ଟା ୨୮ ମିନିଟରେ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳରେ ଏହି ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ପ୍ରାୟ ପାଞ୍ଚ ରୁ ସାତ ସେକେଣ୍ଡ ପର୍ଯ୍ୟନ୍ତ ଭୂମିକମ୍ପ ଅନୁଭୂତ ହୋଇଛି।  ଖୁବ୍ କମ ସମୟ ପାଇଁ ଝଟକା ଅନୁଭୂତ ହୋଇଥିଲା। ତେବେ ଝଟ୍‌କା ଅନୁଭୂତ କରିବା ପରେ ଲୋକେ ଭୟଭୀତ ହେବା ସହ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ। ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନି। ମାଲକାନଗିରି ସହ ଛତିଶଗଡ ଏବଂ ସୁକମା ବିଜାପୁରରେ ମଧ୍ୟ ଏହି ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫ ଦଶମିକ ୩ ଥିଲା।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories