www.samajalive.in
Saturday, December 6, 2025
17.1 C
Bhubaneswar

ଲଗାଣ ବର୍ଷାରେ ବୁଡିଲା ପୋଲ

ମାଲକାନଗିରି: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ତେବେ ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲା କାଙ୍କୁରୁକୋଣ୍ଡା ପୋଲ ଉପରେ ୪ରୁ ୫ ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ ୩୨୫ ନମ୍ବର ଜାତୀୟ ରାଜପଥର ମାଲକାନଗିରି ଓ କାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଛି । ହାଇଦ୍ରାବାଦ ରୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଫେରୁଥିବା ବସ ଗୁଡିକ କାଙ୍କୁରୁକୋଣ୍ଡା ଠାରେ ଅଟକି ରହିଥିବା ଦେଖିବାକୁ ମିଳିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories