www.samajalive.in
Sunday, December 7, 2025
16.1 C
Bhubaneswar

ଡଙ୍ଗାରୁ କଏନ ଆଣିବାକୁ ଯାଇ ପୋଖରୀରେ ବୁଡିଗଲା ୧୨ ବର୍ଷର ବାଳିକା

ମାଲକାନଗିରି : ଡଙ୍ଗା ଭସାଇବା ବେଳେ ବଡ ଅଘଟଣ। ପୋଖରୀରେ ବୁଡି ୧୨ ବର୍ଷର ବାଳିକା ମୃତ। ମାଲକାନଗିରି ସଦର ଥାନା ଚମ୍ପାନଗରରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନଦୀରେ ଭାସାଯାଇଥିବା ଡଙ୍ଗାରୁ କଏନ ଆଣିବାବେଳେ ବୁଡି ଯାଇଥିଲା।  ମୃତ୍ୟୁ ବରଣ କରିଛନ୍ତି। ପରେ ପୁଲିସ ଏବଂ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ବାଳିକାଟିକୁ ଉଦ୍ଧାର କରି ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟକୁ ନେଇଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories