www.samajalive.in
Monday, December 8, 2025
24.1 C
Bhubaneswar

ମାଓ ଆଡ୍ଡାସ୍ଥଳୀରେ ଚଢାଉ, ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଓବାଦୀଙ୍କ ଆଡ୍ଡାସ୍ଥଳୀ ଉପରେ ଚଢାଉ। କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଓଦମନ ପ୍ରକ୍ରିୟାକୁ ଦୃଢ କରିଛି ଚାଇବାସା ଏସ୍‌ଟିଏଫ୍ । ଆଜି ଓଡିଶା-ଝାଡଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲର ପଶ୍ଚିମ ସିଂହଭୂମି ଅଞ୍ଚଳରେ ଏସ୍‌ଟିଏଫ୍ ପକ୍ଷରୁ ଚଢାଉ କରାଯାଇଛି। ଏହି ଅଞ୍ଚଳରେ ମାଓବାଦୀମାନେ ରହୁଥିବା ନେଇ ବିଶେଷ ସୁତ୍ରରୁ ଖବର ପାଇଥିଲେ ସୁରକ୍ଷାକର୍ମୀ । ଚଢାଉ ବେଳେ ୫ କେଜି ବିଶିଷ୍ଟ ୫ଟି ଆଇଡି, ଡେଟୋନେଟର, ବ୍ୟାନର, ପୋଷ୍ଟର ଏବଂ ଅନ୍ୟ ମାଓ ସାମଗ୍ରୀ ଜବତ ହୋଇଛି। ଏପରିକି ୧୬ଟି ମାଓ ବଙ୍କରକୁ ଧ୍ବଂସ ମଧ୍ୟ କରାଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories