www.samajalive.in
Sunday, December 7, 2025
26.1 C
Bhubaneswar

ଗାଡ଼ି ଜାଳିଦେଲେ ମାଓବାଦୀ

ମାଲକାନଗିରି : ଛତିଶଗଡ଼ ସୁକୁମା ଜିଲାରେ କିଛି ସଶସ୍ତ୍ର ମାଓବାଦୀ ଗୋଟିଏ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତିି। ଜିଲାର ଦୁଲେଡ଼-ମୁକୁରାଜକୁଣ୍ଡା ମୁଖ୍ୟ ସଡ଼କରେ ଗାଡିକୁ ମାଓବାଦୀ ଅଟକାଇ ଚାଳକଙ୍କୁ ବାହାର କରି ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ। ଗାଡି ଜଳିବା ପରେ ମାଓବାଦୀମାନେ ସେଠାରୁ ଚାଲି ଯାଇଥିଲେ। ସେହି ରାସ୍ତାରେ ଯାଉଥିବା ଲୋକେ ଭୟଭୀତ ହୋଇପଡ଼ିଥିଲେ। ପୁଲିସ ଓ ଯବାନ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories