www.samajalive.in
Sunday, December 7, 2025
23.1 C
Bhubaneswar

ପୁଲିସ ଇନଫର୍ମର ସନ୍ଦେହରେ ବିଜେପି କର୍ମୀଙ୍କୁ ହତ୍ୟା ! ମାଓ ପୋଷ୍ଟର ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁରରେ ମାଓ ଆତଙ୍କ ଦେଖିବାକୁ ମିଳିଛି। ପୁଲିସ ଇନଫର୍ମର ସନ୍ଦେହରେ ଜଣେ ବିଜେପି କର୍ମୀଙ୍କୁ ମାଓବାଦୀମାନେ ହତ୍ୟା କରିଥିବା ସୂଚନା ମିଳିଛି। ଛତିଶଗଡ ପୁଟୁର ଥାନା ଅନ୍ତର୍ଗତ ସମନପଲ୍ଲୀ ଗାଁ ନିକଟରେ ବିଜେପି କର୍ମୀ ମଣ୍ଡେରାମ ପୁଡୁଆମୀଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏହି ଘଟଣା ପରେ ପୁଲିସ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଘଟଣାସ୍ଥଳରୁ ମାଓ ପୋଷ୍ଟର ମଧ୍ୟ ଉଦ୍ଧାର କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories