www.samajalive.in
Saturday, December 6, 2025
15.1 C
Bhubaneswar

୪ ହାର୍ଡକୋର୍‍ ମାଓବାଦୀଙ୍କ ଆତ୍ମସମର୍ପଣ

ସମାଜ ଡିଜିଟାଲ ଡେସ୍କ: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ କୋଣ୍ଡାଗାଁ ଜିଲାରେ ୪ହାର୍ଡକୋର୍‍ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଦୀର୍ଘଦିନ ଧରି ଓଡ଼ିଶା-ଛତିଶଗଡ ସୀମାରେ ସକ୍ରିୟ ଥିଲେ ଏହି ୪ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୨୨ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories