www.samajalive.in
Thursday, December 11, 2025
27.1 C
Bhubaneswar

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ ଗୋଷ୍ଠୀଙ୍କ ସହ ଆଲୋଚନା ହୋଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ଶେଷ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି.ସିଂହଦେଓ। ସେ କହିଛନ୍ତି ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଅବଗତ କରିବି। ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ ଦିଆଯାଇଛି।
ଆଜି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରି ଜିଲ୍ଲା ଗସ୍ତ କରିଥିଲେ । ସ୍ୱତନ୍ତ୍ର ବିମାନ ଯୋଗେ ମାଲକାନଗିରି ବିମାନ ବନ୍ଦରରେ ଅବତରଣ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories