www.samajalive.in
Monday, December 15, 2025
14.1 C
Bhubaneswar

ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତ ଦାନ ଶିବିର, ୪୪ ୟୁନିଟ ରକ୍ତ ସଂଗ୍ରହ

ମାଲକାନଗିରି:ମାଲକାନଗିରି ଜିଲା ସଦର ବ୍ଲକ ଚାଲାଣଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ସିଆଡ଼ିମାଳ ଗ୍ରାମ ଠାରେ ‘ଓଡ଼ିଶା-ମୋ ପରିବାର’ ପକ୍ଷରୁ ମାଲକାନଗିରି ଜିଲା ଜୀବନ ବିନ୍ଦୁ ସଂଯୋଯକ ତଥା ପୁର୍ବତନ ବିଧାୟକ ମାନସ ମାଡକାମିଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିରରେ ୪୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଅଛି। ଏହି ଅବସରରେ ବରିଷ୍ଠ ନେତା ତଥା ଶିଖପାଲି ଜୋନ୍ ସଂଯୋଯକ ପ୍ରଫୁଲ ପଣ୍ଡା, ଆଇନ୍ ସାମ୍ମୁଖ୍ୟ ସଭାପତି, ଜିଲା ସାଧାରଣ ସମ୍ପାଦକ ତଥା କାଲିମେଳା ଜୋନ୍ ୨ ସଂଯୋଯକ ଗୋପାଳ କୃଷ୍ଣ ପଣ୍ଡା, ମାଲକାନଗିରି ବ୍ଲକ ସଭାପତି ବିଭାଂଶୁ ସାମଲ ,ଚାଲାଣଗୁଡ଼ା ପଞ୍ଚାୟତ ସଭାପତି ଦିବସ ମିସ୍ତ୍ରୀ, ପୂର୍ବତନ ବିଧାୟକ ପ୍ରତିନିଧି ବିକାଶ ମଣ୍ଡଳ, ରାଜ୍ୟ ଯୁବ ସମ୍ପାଦକ ରବି ରାଜେଶ, ଜିଲା ଯୁବ ଉପସଭାପତି କଣ୍ଟେଶ୍ବର ପୋଟଲା, ଜିଲା ଛାତ୍ର ସଭାପତି ତାପସ ରଞ୍ଜନ ନାୟକ, ଶୁକଦେବ ବୈରାଗୀ, କେ.ରାହୁଲ, ପୁର୍ବତନ ଜିଲା ଛାତ୍ର ସମ୍ପାଦକ ସତ୍ୟଜିତ ଗୌଡ଼, ବ୍ଲକ ଛାତ୍ର ସମ୍ପାଦକ ରାକେଶ ବାଲା, ପୌରପରିଷଦ ଛାତ୍ର ସଭାପତି ଶଙ୍କର ପାଣିଗ୍ରାହୀ, ଇନ୍ଦୁ ସରକାର, ଲକ୍ଷ୍ମଣ ସଗଡ଼ିଆ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories